Connect with us

ଦେଶ

ଦାଶରଥୀ ଦାସଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

ସାଙ୍କେତିକ ଚିତ୍ର

ଦାଶରଥୀ ଦାସଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର
ନୂଆଦିଲ୍ଲୀ,୫ା୧୨ : ୨୦୧୮ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀର ପୁରସ୍କାର ଘୋଷଣା କରାଯାଇଛି । ୩ଜଣ ଓଡ଼ିଆ ସାହିତ୍ୟିକ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ବିଶିଷ୍ଟ ସାହିତ୍ୟିକ ଡ.ଦାଶରଥି ଦାସଙ୍କୁ ତାଙ୍କ ପୁସ୍ତକ ‘ପ୍ରସଙ୍ଗ ପୁରୁଣା ଭାବନା ନୂଆ’ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି । ସେହିପରି ଡ.ଗଗନେନ୍ଦ୍ର ନାଥ ଦାସଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର, ଡ.ପ୍ରଫୁଲ୍ଲ ତ୍ରିପାଠୀ ଓ ହଳଧର ନାଗଙ୍କୁ କୋଶଲି-ସମ୍ବଲପୁରୀ ଭାଷା ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି । ଏକାଡେମୀର କାର୍ଯ୍ୟନିର୍ବାହୀ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଦେଶ