Connect with us
ମା ଦୁର୍ଗା ବରମୁଣ୍ଡା ପୂଜା ମଣ୍ଡପରେ ….
ମା ଦୁର୍ଗା ପୁନାମା ଗେଟ ପୂଜା ମଣ୍ଡପରେ ….
ରାଧା କୃଷ୍ଣ ପୁରୁଣା ଭୁବନେଶ୍ୱର ପୂଜା ମଣ୍ଡପରେ ….
ମା ଦୁର୍ଗା ଯମେଶ୍ୱର ପାଟଣା, ପୁରୁଣା ଭୁବନେଶ୍ୱର ପୂଜା ମଣ୍ଡପରେ ….
ମା ଦୁର୍ଗା ବଢେଇବାଙ୍କ ପୁରୁଣା ଭୁବନେଶ୍ୱର ପୂଜା ମଣ୍ଡପରେ …

ଖେଳ

ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ

ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ

ଭୁବନେଶ୍ୱର,୨୭।୮ – ଚଳିତ ଏସିଆନ୍‌ ଗେମ୍ସରେ ରୌପ୍ୟ ପଦକ ଜିତି ଓଡ଼ିଶାକୁ ଗର୍ବିତ ତଥା ଆନ୍ତର୍ଜାତିକ ସ୍ତରରେ ପରିଚିତ କରାଇ ପାରିଥିବାରୁ ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

More in ଖେଳ