Connect with us

ଓଡିଶା

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ସାଙ୍କେତିକ ଚିତ୍ର

ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
ଭୁବନେଶ୍ୱର,୪ା୧୨ : ମହିଳାମାନଙ୍କ ପାଇଁ ପାର୍ଲାମେଂଟ ଏବଂ ବିଧାନସଭାରେ ଏକ ତୃତୀୟାଂଶ ସଂରକ୍ଷଣ ବ୍ୟବସ୍ଥା ରଖିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖି ଅନୁରୋଧ କରିଛନ୍ତି । ଉକ୍ତ ଚିଠିରେ ସେ ଦର୍ଶାଇଛନ୍ତି ଓଡ଼ିଶା ବିଧାନସଭାରେ ଏ ସମ୍ପର୍କରେ ଆସିଥିବା ପ୍ରସ୍ତାବ ସର୍ବସମ୍ମତ ଭାବେ ଗୃହୀତ ହୋଇଛି । ଉଭୟ ପାର୍ଲାମେଂଟ ଏବଂ ବିଧାନସଭାରେ ଏହି ବ୍ୟବସ୍ଥା ଲାଗୁ କରିବା ପାଇଁ ବିଲ୍ ପାରିତ କରିବାକୁ ନେତୃତ୍ୱ ନେବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା