Connect with us

ଅପରାଧ

ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି l

ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି l

ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି l

ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଢ଼ାବା କର୍ମଚାରୀ ଆହତ ହୋଇଛନ୍ତି । ଖଣ୍ଡଗିରି ଅଂଚଳର ନକାଗେଟ ପାଖରେ ଥିବା ଢ଼ାବା ମଧ୍ୟରେ ଏହି ଘଟଣା ଘଟିଛି । ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆହତ କର୍ମଚାରୀଙ୍କୁ ଚିକିତ୍ସା ନିମନ୍ତେ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ଗଣେଶ ପୂଜାକୁ ନେଇ ରାଜଧାନୀ ଉତ୍ସବମୁଖର ଥିବା ବେଳେ, ଭୁବନେଶ୍ୱରରେ ଏପରି ଘଟଣା ଘଟିବା ପୁଲିସ ଓ ଜନସାଧାରଣଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ