Connect with us

ଆଞ୍ଚଳିକ

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର

ସାଙ୍କେତିକ

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର
ଭୁବନେଶ୍ୱର,୧୬ ଡିସେମ୍ବର – ହୃଦ୍ରୋଗୀ ମାନଙ୍କର ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ହୃଦ୍ରୋଗ ଚିକିତ୍ସା କେନ୍ଦ୍ର ଖୋଲାଯାଇଛି । ଏହି କେନ୍ଦ୍ରରେ ଦୈନିକ ୧୫ ରୁ ୨୦ ରୁ ହୃଦ୍ରୋଗୀଙ୍କୁ ଅପରେସନ ସହ ଚିକିତ୍ସା କରାଯାଇ ପାରିବ । ରାଜ୍ୟ ସରକାର ସେମାନଙ୍କର ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ପ୍ରକାଶ କରିଛନ୍ତି । ଏହି କେନ୍ଦ୍ରର ନିର୍ଦ୍ଦେଶକ ଭାବେ ଡା. ପି. କେ. ଦାସଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ସେ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ