Connect with us

ଓଡିଶା

ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ବିୟୋଗ

ସାଙ୍କେତିକ

ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ଭାରତୀୟ ଜନତା ପାର୍ଟିର ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ସେହ୍ନଲତା ମହାପାତ୍ରଙ୍କ ବିୟୋଗ ଘଟିଛି । ସେ ଆଜି ସକାଳେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ସେହ୍ନଲତା ମହାପାତ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ବିୟୋଗର ଖବରପାଇ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହିତ ବହୁ ରାଜନେତା ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା