Connect with us

ଖେଳ

ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ

ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ

ଭୁବନେଶ୍ୱର,୨୭।୮ – ଚଳିତ ଏସିଆନ୍‌ ଗେମ୍ସରେ ରୌପ୍ୟ ପଦକ ଜିତି ଓଡ଼ିଶାକୁ ଗର୍ବିତ ତଥା ଆନ୍ତର୍ଜାତିକ ସ୍ତରରେ ପରିଚିତ କରାଇ ପାରିଥିବାରୁ ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

More in ଖେଳ