Connect with us

ଅପରାଧ

ନୟାଗଡ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସାଙ୍କେତିକ

ନୟାଗଡରେ ଯୁବକର ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ନୟାଗଡରେ ମାନସିକ ବିକୃତ ଯୁବକର ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହାସହ ଆକ୍ରମଣ ଘଟଣାରେ ଆହତ ଲୋକଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟଯେ , ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବଜାରରେ ଜଣେ ମାନସିକ ବିକାର ବ୍ୟକ୍ତିଙ୍କ ଠେଙ୍ଗା ଓ ପଥର ମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ବଜାର ଅଂଚଳରେ ବୁଲାବୁଲି କରୁଥିବା ବେଳେ ପାଗଳର ଆକ୍ରମଣରେ ୫ ଜଣ ଅ।ହତ ହୋଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

More in ଅପରାଧ