Connect with us

ଓଡିଶା

ପ୍ରଫୁଲ୍ଲ ଘଡାଇଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହୃତ

ସାଙ୍କେତିକ

ପ୍ରଫୁଲ୍ଲ ଘଡାଇଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହୃତ
ଭୁବନେଶ୍ୱର,୧୮ ମାର୍ଚ୍ଚ – ପୂର୍ବତନ ମନ୍ତ୍ରୀ ତଥା ସୁକିନ୍ଦାର ପୂର୍ବତନ ବିଜେଡି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କରାହାଇଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଘଡାଇଙ୍କ ଉପରୁ ଏହି ବହିଷ୍କାର ଆଦେଶ ପ୍ରତ୍ୟାହାର କରିଥିବା ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା