Connect with us

ଓଡିଶା

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହେବା ଆରମ୍ଭ କଲାଣି

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହେବା ଆରମ୍ଭ କଲାଣି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ । ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହେବା ଆରମ୍ଭ କଲାଣି । ଅଗଷ୍ଟ ୧୮ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ ପୁର୍ଣ ରୂପନେଇ ଗତିଶୀଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖଠାରୁ ପୁଣିଥରେ ବର୍ଷା ହବ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା