Connect with us

ଆଞ୍ଚଳିକ

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଉଦଘାଟିତ

ସାଙ୍କେତିକ

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଉଦଘାଟିତ
ବରଗଡ଼, ୩୧ ଡ଼ିସେମ୍ବର – ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆଜି ସଂନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହା ୧୧ ଦିନ ଧରି ଚାଲିବ । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ରାଜ୍ୟସଭା ସାଂସଦ ପ୍ରଶନ୍ନ ଆଚାର୍ଯ୍ୟ ଓ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ପ୍ରମୁଖ ସାମିଲ୍ ଥିଲେ ।
ଉଦଘାଟନୀ ସଂନ୍ଧ୍ୟାରେ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଂଚଳରୁ ହଜାର ହଜାର ସଂଖ୍ୟାରେ ଦର୍ଶକଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ