Connect with us

ଖେଳ

ବିଶ୍ୱ କପ୍ ହକି ଆୟୋଜନ ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ସାଙ୍କେତିକ ଚିତ୍ର

ବିଶ୍ୱ କପ୍ ହକି ଆୟୋଜନ ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୧୭ା୧୨ : ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଥିôବା ୧୮ ଦିନିଆ ପୁରୁଷ ହକି ବିଶ୍ୱ କପ୍-୨୦୧୮ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି । ଏପରି ଆନ୍ତର୍ଜାତୀୟ ଖେଳ ବା କ୍ରୀଡ଼ା ପ୍ରତିଯୋଗିତା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଜଣାଇବା ସହ ଉତ୍ସାହପ୍ରଦ ବାର୍ତା ପାଇଁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

More in ଖେଳ