Connect with us

ଦେଶ

ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

ସାଙ୍କେତିକ

ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର, ୦୮ ଅଗଷ୍ଟ -ଆଜି ରାଷ୍ଟ୍ରପତି ଭବନ ପରିସରରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଭାରତ ରତ୍ନ ପୁରସ୍କାର ପ୍ରଦାନ କରିଛନ୍ତି । ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଅଳଙ୍କରଣ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ମରୋଣୋତର ଭାବେ ଶ୍ରୀ ନାନାଜୀ ଦେଶମୁଖ ଏବଂ ଡ. ଭୂପେନ୍ଦ୍ର କୁମାର ହଜାରିକାଙ୍କୁ ଭାରତ ରତ୍ନ ଦିଆଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

More in ଦେଶ