Connect with us

ଓଡିଶା

ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ଆଜି

ସାଙ୍କେତିକ

ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ଆଜି
ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର)ପୂର୍ବାହ୍ନ ୧୧ ଟା ୪୫ ରେ ଲୋକସେବା ଭବନ ଠାରେ ରାଜ୍ୟ ମନ୍ତ୍ରୀ ପରିଷଦର ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିବେ । ଏହା ପରେ ମଧ୍ୟାହ୍ନ ୧୨ ଟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଆସନ୍ତା ୧୮ ତାରିଖରେ ବିଧାନସଭା ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ର ଚିଠା ପ୍ରସ୍ତାବକୁ ଅନୁମୋଦନ କରାଯିବ ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା