Connect with us

ଓଡିଶା

ରାଜ୍ୟପାଳଙ୍କୁ ଶୁଭେଚ୍ଛା ଜଣେଇଲେ ମୁଖ୍ୟମନ୍ତ୍ରୀ

ସାଙ୍କେତିକ

ରାଜ୍ୟପାଳଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ରାଜଭବନ ଗଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :- ନବ ବର୍ଷର ଶୁଭେଚ୍ଛା ଜଣାଇବା ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ ସାଢ଼େ ପାଂଚଟାରେ ରାଜଭବନ ଯାଇ ରାଜ୍ୟପାଳ ଡ. ଗଣେଶୀ ଲାଲଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ ।

ଏହା ବ୍ୟତୀତ ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର ଏବଂ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସମେତ ବିଭିନ୍ନ ବିଶ୍ୱ ବିଦ୍ୟାଳୟର କୁଳପତି ଓ ପ୍ରଫେସରମାନେ ଯାଇ ରାଜ୍ୟପାଳଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଶୁଭେଚ୍ଛା ପର୍ବ ପୂର୍ବାହ୍ନ ସାଢ଼େ ଦଶଟାରୁ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିଥିଲା ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା