Connect with us

ଆଞ୍ଚଳିକ

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି

ସାଙ୍କେତିକ

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା ମଇଦାନ ଠାରେ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ । ଶୁକ୍ରବାର ସଂଧ୍ୟାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ପ୍ରଦର୍ଶନୀକୁ ଉଦଘାଟନ କରିବେ । ରାଜ୍ୟ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ପ୍ରଦର୍ଶନୀ ଫେବୃଆରୀ ୭ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ