Connect with us

ଓଡିଶା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୩ ପ୍ରତିଶତ ବୃଦ୍ଧି

ସାଙ୍କେତିକ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୩ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର, ୨୫ ଫେବୃଆରୀ – ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ୩ ପ୍ରତିଶତ ମହାଙ୍ଗା ଭତା ବୃଦ୍ଧି କରିଛନ୍ତି । ଏହା ୨୦୧୯ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଉଭୟ ସରକାରୀ କର୍ମ·ରୀ ଏବଂ ପେନସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଡିଏ ଲାଗୁ ହେବ । ଏଣିକି ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୯ରୁ ୧୨ ପ୍ରତିଶତ ମହାଙ୍ଗାଭତା ପାଇବେ । ଏହାସହ ଟିଆଇ ମଧ୍ୟ ୩ ବୃଦ୍ଧି କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା