Connect with us

ଓଡିଶା

ଲଘୁଚାପର ସମ୍ଭାବନା

ସାଙ୍କେତିକ ଚିତ୍ର

ଲଘୁଚାପର ସମ୍ଭାବନା

ଭୁବନେଶ୍ୱର:-: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଅଂଚଳରେ ରବିବାର ଅପରାହ୍ନ ପରଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୪ରୁୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇ ଉତ୍ତର ବା ଉତ୍ତର ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଉଥିବା ବେଳେ , ଏହାର ପ୍ରଭାବରେ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା