Connect with us

ଓଡିଶା

ସୋମବାର ଓଡ଼ିଶାର ସମସ୍ତ ସ୍କୁଲ ଛୁଟି :- ରାଜ୍ୟ ସରକାର l

ସୋମବାର ଓଡ଼ିଶାର ସମସ୍ତ ସ୍କୁଲ ଛୁଟି :- ରାଜ୍ୟ ସରକାର l

ଭୁବନେଶ୍ୱର: କଂଗ୍ରେସର ଭାରତ ବନ୍ଦ ଡାକରା ଯୋଗୁଁ ସେପ୍ଟେମ୍ବର ୧୦ ତାରିଖ (ସୋମବାର) ଓଡ଼ିଶାର ସମସ୍ତ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର ଦିନ ଏହି ସୂଚନା ଦେଇଛନ୍ତି ।
ପ୍ରକାଶଯୋଗ୍ୟଯେ , ପେଟ୍ରୋଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଆଗାମୀ ୧୦ ତାରିଖରେ ଭାରତ ବନ୍ଦ ଡାକରା ଦେଇଛି । କଂଗ୍ରେସର ମତ ଅନୁସାରେ କ୍ରମାଗତ ଭାବରେ ପେଟ୍ରୋଲ ଦର ବୃଦ୍ଧି ହେଉଥିବାରୁ ସାଧାରଣ ଜନତା ଅତିରିକ୍ତ ଖର୍ଚ୍ଚାନ୍ତ ହେଉଛନ୍ତି । ନିରନ୍ତର ଭାବରେ ପେଟ୍ରୋଲ ଦର ବଢୁଥିବାରୁ ସାଧାରଣ ଜନତାଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା