Connect with us

ଆଞ୍ଚଳିକ

୧୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି

୧୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି

୧୮ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୪ା୮: ସଂନ୍ଧ୍ୟା ୫ଟା ୪୫ ମିନିଟ୍ ମଧ୍ୟରେ ଝଡ଼ ତୋଫାନ ଓ ବର୍ଷା ସମ୍ଭାବନା ନେଇ ଆଂଚଳିକ ପାଣିପାଗ ବିଭାଗ ଭୁବନେଶ୍ୱର ପକ୍ଷରୁ ରାଜ୍ୟର ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରୀ କରାଯାଇଛି । ସମ୍ପୃକ୍ତ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଏବଂ ବୌଦ୍ଧ । ଏପରିକି ଭୁବନେଶ୍ୱର ଓ କଟକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Click to comment

Leave a Reply

Your email address will not be published. Required fields are marked *

More in ଆଞ୍ଚଳିକ