
ଭୁବନେଶ୍ୱର:- ଆସନ୍ତା ଅକ୍ଟୋବର ମାସରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ଏହାପରେ ରାହୁଲ ପୁଣିଥରେ ନଭେମ୍ବର ମାସରେ ମଧ୍ୟ ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଏ ନେଇ କୌଣସି ତାରିଖ ଧାର୍ଯ୍ୟ ହୋଇ ନ ଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶୁକ୍ରବାର ଦିନ ଦିଲ୍ଲୀରୁ ଫେରି ସୂଚନା ଦେଇଛନ୍ତି ।
