ଅମିତାଭ ଘୋଷ ପାଇବେ ଜ୍ଞାନପୀଠ ପୁରସ୍କାର
ଭୁବନେଶ୍ୱର,୧୪ା୧୨ : ଚଳିତ ବର୍ଷ ପାଇଁ ଔପନ୍ୟାସିକ ଅମିତାଭ ଘୋଷ ସାହିତ୍ୟ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ଜ୍ଞାନପୀଠ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଶୁକ୍ରବାର ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡ. ପ୍ରତିଭା ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜ୍ଞାନପୀଠ ପୁରସ୍କାର ମନୋନୟନ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି । ୧୯୫୬ ମସିହାରେ ଜନ୍ମିତ ଅମିତାଭ କଥାସାହିତ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଛନ୍ତି । ‘ରିଜନ’୍,’ ଦି ଶ୍ୟାଡୋ ଲାଇନ୍ସ’, ‘ଦି କାଲକାଟା କ୍ରୋମୋଜମ୍ ‘, ‘ଦି ଗ୍ଲାସ୍ ପ୍ୟାଲେସ୍ ‘ଏବଂ ‘ସି ଅଫ୍ ପପ୍ପିଜ’୍ ଅ ।ଦି ପ୍ରମୁଖ ଅମିତାଭଙ୍କ ପ୍ରସିଦ୍ଧ କୃତି ମଧ୍ୟରେ ରହିଛି ।
ଦେଶ
ଅମିତାଭ ଘୋଷ ପାଇବେ ଜ୍ଞାନପୀଠ ପୁରସ୍କାର
More in ଦେଶ
-
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨 ଚାନ୍ଦିପୁର :- 22-12 -ଓଡିଶା ଉପକୂଳରେ ଅବସ୍ଥିତ ଅବଦୁଲ କାଲାମ ଦ୍ବୀପର...
-
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨 ନୂଆଦିଲ୍ଲୀ :- 22-12-ନିର୍ଧାରିତ ସମୟ ପୂର୍ବରୁ ସଂସଦର ଶୀତକାଳୀନ ଅଧିବେଶନକୁ...
-
ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ଇଡିର ପଚରା ଉଚରା ।
ପାନାମା ପେପର ଲିକ୍ ମାମଲାରେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ପଚରା ଉଚରା...
-
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ |
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ | ଭୁବନେଶ୍ୱର -: 19/12 – ଜନସାଧାରଣ ସତର୍କ ନରହିଲେ ନୂଆବର୍ଷରୁ...