
ଆଜିି ବିଧାନସଭାରେ ଉପସ୍ଥାପିତ ହେବ ବ୍ୟୟ ମଞ୍ଜୁରୀ ବିଲ୍
ଭୁବନେଶ୍ୱର,୧୬ା୯: ଆଜି ରାଜ୍ୟ ଅର୍ଥମନ୍ତ୍ରୀ ଶଶି ଭୂଷଣ ବେହେରା ବିଧାନସଭାରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ସମୁଦାୟ ୧୨,୭୯୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବି ସଂକ୍ରାନ୍ତୀୟ ବ୍ୟୟ ମଂଜୁରୀ ବିଲ୍ ଆଗତ କରିବେ । ସୂଚନାଯୋଗ୍ୟ ଯେ ଅର୍ଥମନ୍ତ୍ରୀ ଗତ ୫ ତାରିଖରେ ଏହି ସମାନ ପରିମାଣ ଅର୍ଥର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବି ଆଗତ କରିଥିଲେ ।
