ଚିଟଫଣ୍ଡ ଲିଙ୍କ୍ : ଅରୁଣ ଓ ଅତନୁଙ୍କୁ ପୁଣି ସମନ କରିବ ସିବିଆଇ
ଭୁବନେଶ୍ୱର,୩୧ ଜାନୁଆରୀ – ଚିଟଫଣ୍ଡ ସଂସ୍ଥା ସହ ଲିଙ୍କ୍ ଅଭିଯୋଗରେ ବିଜେଡିର ଦୁଇ ପ୍ରଭାବଶାଳୀ ବିଧାୟକ ଅରୁଣ ସାହୁ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ସିବିଆଇ ପୁଣି ସମନ୍ କରିବ । ସିବିଆଇ ନିକଟରେ ହାଜର ହେବା ପାଇଁ ଉଭୟଙ୍କୁ ପ୍ରଥମେ ନୋଟିସ୍ କରାଯାଇଥିଲେ ହେଁ ସେମାନେ ହାଜର ହୋଇନଥିଲେ । ତେଣୁ ସେମାନଙ୍କୁ ଦ୍ୱିତୀୟ ଥର ପାଇଁ ନୋଟିସ୍ ହେବ ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।
ଉଭୟ ନେତାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନୋଟିସ୍ ହୋଇଥିଲା । ଜଣକୁ ୨୮ ତାରିଖ ଓ ଅନ୍ୟଜଣକୁ ୩୦ ତାରିଖରେ ହାଜର ହେବାକୁ କୁହାଯାଇଥିଲା ।
ଓଡିଶା
ଚିଟଫଣ୍ଡ ଲିଙ୍କ୍ : ଅରୁଣ ଓ ଅତନୁଙ୍କୁ ପୁଣି ସମନ କରିବ ସିବିଆଇ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...