ଚିଲିକାରେ ସି ପ୍ଲେନ୍ ଉଡାଣ ଗ୍ରହଣୀୟ ନୁହେଁ : ମନ୍ତ୍ରୀ ଅଶୋକ ପଣ୍ଡା
ଭୁବନେଶ୍ୱର,୧୬ା୯: ଚିଲିକାରେ ସି ପ୍ଲେନ୍ ଉଡାଣ କୌଣସି ମତେ ଗ୍ରହଣୀୟ ନୁହେଁ ବୋଲି ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରକାଶ କରିଛନ୍ତି । କେନ୍ଦ୍ର ସରାରଙ୍କ ଏହି ଯୋଜନା ଯଦି କାର୍ଯ୍ୟକାରୀ ହୁଏ ତାହାଦ୍ୱାରା ଚିଲିକାର ଜୈବ ବିବିଧତା ପ୍ରଭାବିତ ହେବ । ଏପରିକି ଜଳ ମଧ୍ୟ ପ୍ରଦୂଷଣ ହେବ । ଏହା ଉପରେ ନିର୍ଭର କରି ଚଳୁଥିବା ମତ୍ସ୍ୟଜୀବୀଙ୍କ ସମେତ ସାଧାରଣ ଗ୍ରାମବାସୀ ମଧ୍ୟ ନିଜର ଜୀବିକା ହରାଇବେ । ତେବେ ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ସହିତ ଆଲୋଚନା କରାଯିବ । ଆଲୋଚନା ପରେ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ।
ଆଞ୍ଚଳିକ
ଚିଲିକାରେ ସି ପ୍ଲେନ୍ ଉଡାଣ ଗ୍ରହଣୀୟ ନୁହେଁ : ମନ୍ତ୍ରୀ ଅଶୋକ ପଣ୍ଡା
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...