ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ
କଟକ/ଭୁବନେଶ୍ୱର :- କଟକ ଏସସିବି ମେଡିକାଲରେ ବୁଧବାର ପୁଣି ଜଣେ ବ୍ୟକ୍ତିଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ବିରଂଚି ମାହାନା । ତାଙ୍କ ଘର କଟକ ଜିଲ୍ଲାର ନରସିଂହପୁର ନୁଆପାଟଣା ଗ୍ରାମରେ ବୋଲି ଜଣାପଡ଼ିଛି । ଡେଙ୍ଗୁ ରୋଗର ଶୀକାର ହେବା ପରେ ବିରଂଚିଙ୍କୁ ଗତ ସେପ୍ଟେମ୍ବର ୨୭ ତାରିଖରେ ଏସସିବିର ଡେଙ୍ଗୁ ୱାର୍ଡରେ ଭର୍ତି କରାଯାଇଥିଲା । ତେବେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ବର୍ତମାନ ସୁଦ୍ଧା ଏସସିବିରେ ଏହି ରୋଗ ଯୋଗୁଁ ୬ ଜଣଙ୍କର ମୃତ୍ୟୁ ହୋଇ ସାରିଛି ।
ଆଞ୍ଚଳିକ
ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...