ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି : ନଭେମ୍ବର ୪ ସୁଦ୍ଧା ବର୍ଷା କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୬ ଅକ୍ଟୋବର – ଗତ ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହୋଇଥିବା ଲଘୁଚାପ ଜନିତ ବର୍ଷାର କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।
ବାସଗୃହ ଓ ଚାଷ ଜମି କ୍ଷୟକ୍ଷତି ଆକଳନ କରି ନଭେମ୍ବର ୪ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଚିଠିରେ ଏସଆରସି ଉଲ୍ଲେଖ କରିଛନ୍ତି । ରିପୋର୍ଟ ମିଳିଲେ ଅନୁଦାନ ପ୍ରଦାନ କରାଯିବ ବୋଲି ଏସଆରସି କହିଛନ୍ତି ।
ଅନ୍ୟପକ୍ଷରେ ଯେଉଁ ଜିଲ୍ଲାରେ ସାମାନ୍ୟ କ୍ଷୟକ୍ଷତି ହୋଇଛି, ସେଠାକୁ ତୁରନ୍ତ ସହାୟତା ପ୍ରଦାନ କରାଯିବାକୁ ଏସ୍ଆରସି କହିଛନ୍ତି ।
ଓଡିଶା
ନଭେମ୍ବର ୪ ସୁଦ୍ଧା ବର୍ଷା କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...