ପରାକ୍ରମ ପର୍ବ ସମାରୋହକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯ : ମିଳିତ କମାଣ୍ଡର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଯୋଧପୁରରେ ପହଂଚିଛନ୍ତି । ଯୋଧପୁର ବାୟୁ ସେନା ଘାଟିରେ ପହଂଚିବା ପରେ ସେ ତିନି ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ଗ୍ରହଣ କରିଥିଲେ । ସେ କୋଣାର୍କ ଯୁଦ୍ଧ ସ୍ମାରକୀରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେଠାରେ ପରିଦର୍ଶକ ପୁସ୍ତିକାରେ ପ୍ରଧାନମନ୍ତ୍ରୀ ଲେଖିଥିଲେ ଯେ ଆମ ମାତୃଭୂମିର ସୁରକ୍ଷା ଲାଗି ଉତ୍ସର୍ଗୀକୃତ ତଥା ସଂକଳ୍ପବଦ୍ଧ ସେନା ବାହିନୀ ପାଇଁ ଦେଶ ଗର୍ବିତ ।
ଦେଶ
ପରାକ୍ରମ ପର୍ବ ସମାରୋହକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
More in ଦେଶ
-
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨 ଚାନ୍ଦିପୁର :- 22-12 -ଓଡିଶା ଉପକୂଳରେ ଅବସ୍ଥିତ ଅବଦୁଲ କାଲାମ ଦ୍ବୀପର...
-
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨 ନୂଆଦିଲ୍ଲୀ :- 22-12-ନିର୍ଧାରିତ ସମୟ ପୂର୍ବରୁ ସଂସଦର ଶୀତକାଳୀନ ଅଧିବେଶନକୁ...
-
ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ଇଡିର ପଚରା ଉଚରା ।
ପାନାମା ପେପର ଲିକ୍ ମାମଲାରେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ପଚରା ଉଚରା...
-
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ |
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ | ଭୁବନେଶ୍ୱର -: 19/12 – ଜନସାଧାରଣ ସତର୍କ ନରହିଲେ ନୂଆବର୍ଷରୁ...