ପର୍ଯ୍ୟଟକମାନଙ୍କ ପାଇଁ କୋଣାର୍କରେ ସ୍ୱତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର, ୧୭ ସେପ୍ଟେମ୍ବର – ଏଣିକି ଯାତ୍ରୀମାନଙ୍କ ପାଇଁ କୋଣାର୍କରେ ଦିନିକିଆ ପରିବର୍ତେ ବେଶୀଦିନ ରହିବାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ପର୍ଯ୍ୟଟନ ସଚିବ ଶ୍ରୀ ବିଶାଲ ଦେବ ପ୍ରକାଶ କରିଛନ୍ତି । ସ୍ୱତନ୍ତ୍ର ବ୍ୟବସ୍ଥା ସ୍ୱରୂପ ୫୦ ଏକର ଜାଗାରେ ୫୦ଟି ଟେଂଟ କରାଯିବ । ଏଥିରେ ରହିବା, ଖାଇବା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି । ଏହାବ୍ୟତୀତ ସମୁଦ୍ରକୂଳ ଭ୍ରମଣ ଏବଂ ଅନ୍ୟାନ୍ୟ ପର୍ଯ୍ୟଟନ ସ୍ଥଳୀକୁ ବୁଲାଇନେବା ସହ ଜଳକ୍ରିଡ଼ାର ବ୍ୟବସ୍ଥା ରହିଛି । ଆବଶ୍ୟକ ପଡ଼ିଲେ ଯାତ୍ରୀମାନଙ୍କ ଭିଡ଼କୁ ଦେଖି ଅଧିକ ଟେଂଟର ମଧ୍ୟ ବ୍ୟବସ୍ଥା କରାଯାଇ ପାରେ ବୋଲି ଶ୍ରୀ ଦେବ କହିଛନ୍ତି ।
ଓଡିଶା
ପର୍ଯ୍ୟଟକମାନଙ୍କ ପାଇଁ କୋଣାର୍କରେ ସ୍ୱତନ୍ତ୍ର ବ୍ୟବସ୍ଥା
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...