ପେନ୍ସନରମାନଙ୍କୁ ଚିକିତ୍ସା ଭତା ଦେବାକୁ ସି.ପି.ଆଇ.(ଏମ୍)ର ଦାବୀ
ଭୁବନେଶ୍ୱର,୧୧ ଏପ୍ରିଲ – ରାଜ୍ୟର ସାଢେ ତିନି ଲକ୍ଷ ପେନ୍ସନ୍ଭୋଗୀଙ୍କୁ କେନ୍ଦ୍ର ଅନୁରୂପ ଚିକିତ୍ସା ଭତା ସୁବିଧା ପ୍ରଦାନ କରିବାକୁ ଏବଂ ଅବଲୁପ୍ତି କରି ଦିଆଯାଇଥିବା ସାଧାରଣ ଅଭିଯୋଗ ଓ ପେନ୍ସନ୍ ପ୍ରଶାସନ ବିଭାଗ ପୁନଃ ସ୍ଥାପନ କରିବା ପାଇଁ ସି.ପି.ଆଇ.(ଏମ୍) ପକ୍ଷରୁ ପ୍ରକାଶିତ ନିର୍ବାଚନ ଇସ୍ତାହାରରେ ଦାବୀ କରାଯାଇଛି ବୋଲି ସି.ପି.ଆଇ.(ଏମ୍) ରାଜ୍ୟ ସମ୍ପାଦକ ଅଳି କିଶୋର ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।
ଓଡିଶା
ପେନ୍ସନରମାନଙ୍କୁ ଚିକିତ୍ସା ଭତା ଦେବାକୁ ସି.ପି.ଆଇ.(ଏମ୍)ର ଦାବୀ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...