ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
ଭୁବନେଶ୍ୱର,୪ା୧୨ : ମହିଳାମାନଙ୍କ ପାଇଁ ପାର୍ଲାମେଂଟ ଏବଂ ବିଧାନସଭାରେ ଏକ ତୃତୀୟାଂଶ ସଂରକ୍ଷଣ ବ୍ୟବସ୍ଥା ରଖିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖି ଅନୁରୋଧ କରିଛନ୍ତି । ଉକ୍ତ ଚିଠିରେ ସେ ଦର୍ଶାଇଛନ୍ତି ଓଡ଼ିଶା ବିଧାନସଭାରେ ଏ ସମ୍ପର୍କରେ ଆସିଥିବା ପ୍ରସ୍ତାବ ସର୍ବସମ୍ମତ ଭାବେ ଗୃହୀତ ହୋଇଛି । ଉଭୟ ପାର୍ଲାମେଂଟ ଏବଂ ବିଧାନସଭାରେ ଏହି ବ୍ୟବସ୍ଥା ଲାଗୁ କରିବା ପାଇଁ ବିଲ୍ ପାରିତ କରିବାକୁ ନେତୃତ୍ୱ ନେବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି ।
ଓଡିଶା
ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...