ପ୍ରସନ୍ନ ବିଜୁ କୃଷକ ଜନତା ଦଳର ସଭାପତି, ପ୍ରତାପ ହେଲେ ମହାସଚିବ
ଭୁବନେଶ୍ୱର,୧୪।୧୨:- ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସନ୍ନ ଆଚାର୍ଯ୍ୟ ଏବଂ ପ୍ରତାପ ଜେନାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶ କ୍ରମେ ପ୍ରସନ୍ନଙ୍କୁ ବିଜୁ କୃଷକ ଜନତା ଦଳର ନୂତନ ସଭାପତି ଭାବେ ନିଯୁକ୍ତ ଦିଆଯାଇଥିବାବେଳେ ପ୍ରତାପଙ୍କୁ ସଂଗଠନର ମହାସଚିବ ଦାୟିତ୍ୱ ଦିଆଯାଇଛି । ଏ ନେଇ ଦଳ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଉଭୟ ନେତା ଚାଷ ଓ ଚାଷୀ ସଂଗଠନ ଗୁଡ଼ିକର ସମସ୍ୟା, ସମାଧାନ ବାବଦରେ ସବିଶେଷ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦେବେ ।
ଓଡିଶା
ପ୍ରସନ୍ନ ବିଜୁ କୃଷକ ଜନତା ଦଳର ସଭାପତି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...