ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ । ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହେବା ଆରମ୍ଭ କଲାଣି । ଅଗଷ୍ଟ ୧୮ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ ପୁର୍ଣ ରୂପନେଇ ଗତିଶୀଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖଠାରୁ ପୁଣିଥରେ ବର୍ଷା ହବ ।
ଓଡିଶା
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କେନ୍ଦ୍ରୀଭୂତ ହେବା ଆରମ୍ଭ କଲାଣି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...