ବଜ୍ରପାତରେ ଇଂଜିନିୟରିଂ ଛାତ୍ରୀର ମୃତ୍ୟୁ
ଢେଙ୍କାନାଳ : କାରନ୍ଦା ପଠାଣି ସାମନ୍ତ ଇଂଜିନିୟରିଂ କଲେଜର ୬ ଜଣ ଛାତ୍ରୀ ମଧ୍ୟାହ୍ନ ବିରତିରେ ବାହାରକୁ ଖାଇବା ପାଇଁ ଆସିଥିଲା ବେଳେ ବଜ୍ରପାତର ଶୀକାର ହୋଇଛନ୍ତି । ସେଥିମଧ୍ୟରୁ ଜଣକର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୫ ଜଣ ଗୁରୁତର ଆହାତ ହୋଇଛନ୍ତି । ଚିକିତ୍ସା ପାଇଁ ସେମାନଙ୍କୁ ଖଜୁରିଆକଟା ଡାକ୍ତରଖାନାରେ ଭର୍ତି କରାଯାଇଛି । ମୃତକ ସିଭିଲ ଇଂଜିନିୟର ଦ୍ୱିତୀୟ ବର୍ଷ ଛାତ୍ର ବୋଲି ଜଣାପଡ଼ିଛି । ତାଙ୍କ ନାମ କଳ୍ପନା ନାୟକ ।
ଆଞ୍ଚଳିକ
ବଜ୍ରପାତରେ ଇଂଜିନିୟରିଂ ଛାତ୍ରୀର ମୃତ୍ୟୁ
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...