ମାଡିଆସୁଛି ଫନି :- ଉପକୂଳ ଜିଲ୍ଲା ଗୁଡିକରେ ଆତଙ୍କ
ଭୁବନଶ୍ୱର – ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ ବାତ୍ୟା ଫନି ପୁରୀର ଆଖପାଖ ଅଂଚଳରେ ଶୁକ୍ରବାର ସକାଳ ୮ଟାରୁୁ ୧୦ ଟା ମଧ୍ୟରେ ସ୍ଥଳ ଭାଗ ଛୁଇଁବ । ଏହି ସମୟରେ ସମ୍ପୃକ୍ତ ଅଞ୍ଚଳରେ ୧୭୦ରୁ ୧୮୦ କି.ମି ବେଗ ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞମାନଙ୍କ ଅନୁସାରେ ଯଦି ଫନି ଅବପାତର ରୂପ ନେଲା ତେବେ ଅତି କମ୍ରେ ୧୦୦ କିମି ବେଗରେ ପବନ ବହିପାରେ । ଅନୁମାନ କରାଯାଉଛି କି ରାତ୍ରର ଶେଷ ପ୍ରହର ବେଳକୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ ହୋଇପାରେ ।
ଦେଶ
ମାଡିଆସୁଛି ଫନି :- ଉପକୂଳ ଜିଲ୍ଲା ଗୁଡିକରେ ଆତଙ୍କ
More in ଦେଶ
-
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨 ଚାନ୍ଦିପୁର :- 22-12 -ଓଡିଶା ଉପକୂଳରେ ଅବସ୍ଥିତ ଅବଦୁଲ କାଲାମ ଦ୍ବୀପର...
-
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨 ନୂଆଦିଲ୍ଲୀ :- 22-12-ନିର୍ଧାରିତ ସମୟ ପୂର୍ବରୁ ସଂସଦର ଶୀତକାଳୀନ ଅଧିବେଶନକୁ...
-
ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ଇଡିର ପଚରା ଉଚରା ।
ପାନାମା ପେପର ଲିକ୍ ମାମଲାରେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ପଚରା ଉଚରା...
-
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ |
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ | ଭୁବନେଶ୍ୱର -: 19/12 – ଜନସାଧାରଣ ସତର୍କ ନରହିଲେ ନୂଆବର୍ଷରୁ...