ଯେକୌଣସି ଆରଟିଓ ସଂସ୍ଥାରୁ ମିଳିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର, ୦୧ ନଭେମ୍ବର – ଏଣିକି ଯେକୌଣସି ଆରଟିଓ ସଂସ୍ଥାରୁ ଡ୍ରାଇଭିଂ ଲାଇସେନ୍ସ, ଲର୍ଣ୍ଣିଂ ଲାଇସେନ୍ସ ମିଳିପାରିବ । ଏଥିପାଇଁ ଆବେଦନକାରୀ ମାନେ ମଧ୍ୟ ଆବେଦନ କରିପାରିବେ । ଏହା ବ୍ୟତୀତ ଗାଡ଼ିର ରେଜିଷ୍ଟ୍ରେସନ ମଧ୍ୟ ହୋଇପାରିବ । ଏ ସମ୍ପର୍କରେ ପରିବହନ କମିଶନ ସଂସ୍ଥା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଚଳିତ ବ୍ୟବସ୍ଥା ଅନୁଯାୟୀ ଆବେଦନକାରୀ ମାନେ ନିଜ ଅଂଚଳରେ ଥିବା ଆରଟିଓ ସଂସ୍ଥା ମାନଙ୍କରୁ ଏହି ବ୍ୟବସ୍ଥା ପାଇଁ ଆବେଦନ କରିପାରୁଥିଲେ । ୨ ମାସ ମଧ୍ୟରେ ୩ ଲକ୍ଷ ୫୧ ହଜାର ବ୍ୟକ୍ତିଙ୍କୁ ଲର୍ଣ୍ଣିଂ ଲାଇସେନ୍ସ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ୨୦୧୮ ମସିହାରେ ସମୁଦାୟ ୩ ଲକ୍ଷ ୪୮ ହଜାର ବ୍ୟକ୍ତିଙ୍କୁ ଲର୍ଣ୍ଣିଂ ଲାଇସେନ୍ସ ଦିଆଯାଇଥିଲା ।
ଓଡିଶା
ଯେକୌଣସି ଆରଟିଓ ସଂସ୍ଥାରୁ ମିଳିବ ଡ୍ରାଇଭିଂ ଲାଇସେନ୍ସ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...