ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବୃଦ୍ଧି
ଭୁବନେଶ୍ୱର,୧୫ା୧୦: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୂଜା ଭେଟି ସ୍ୱରୂପ ସରକାରୀ କର୍ମଚାରୀ, ପେନସନ୍ ଭୋଗୀ ଓ ୱାର୍କ ଚାର୍ଜଙ୍କ ସମେତ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ କଲେଜ ଶିକ୍ଷକ ଓ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତା ବୃଦ୍ଧି କରିଛନ୍ତି । ଏହାକୁ ମିଶାଇ ଏହି ଭତାର ପରିମାଣ ବର୍ତମାନ ୯ ପ୍ରତିଶତରେ ପହଂଚିଛି । ଏହି ବର୍ଦ୍ଧିତ ମହାଙ୍ଗା ଭତା ଗତ ଜୁଲାଇ ୧ ତାରିଖ ଠାରୁ ପିଛିଲା ଭାବେ ଲାଗୁ ହେବ ।
ଓଡିଶା
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବୃଦ୍ଧି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...