ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୩ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର, ୨୫ ଫେବୃଆରୀ – ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ୩ ପ୍ରତିଶତ ମହାଙ୍ଗା ଭତା ବୃଦ୍ଧି କରିଛନ୍ତି । ଏହା ୨୦୧୯ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଉଭୟ ସରକାରୀ କର୍ମ·ରୀ ଏବଂ ପେନସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଡିଏ ଲାଗୁ ହେବ । ଏଣିକି ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୯ରୁ ୧୨ ପ୍ରତିଶତ ମହାଙ୍ଗାଭତା ପାଇବେ । ଏହାସହ ଟିଆଇ ମଧ୍ୟ ୩ ବୃଦ୍ଧି କରାଯାଇଛି ।
ଓଡିଶା
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୩ ପ୍ରତିଶତ ବୃଦ୍ଧି
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...