ରୋଗୀ ମୃତ୍ୟୁକୁ ନେଇ ଉତେଜନା
ଗଞ୍ଜାମ,୧୮ା୧: ପାତ୍ରପୁର ନିକଟ ଖାରିଆଗୁଡ଼ା ଗ୍ରାମର ଏମ ମୁଦୁଲି ଅସୁସ୍ଥ ହେବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ତେବେ ଗତ କାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା । ଚିକିତ୍ସା ଅବହେଳାରୁ ରୋଗୀଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ଉତ୍ୟକ୍ତ ହୋଇ ଖାରିଆଗୁଡ଼ା ରାସ୍ତା ଅବରୋଧ କରିଥିଲେ । ପରେ ପ୍ରଶାସନିକ ଅଧିକାରୀ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା ।
ଓଡିଶା
ରୋଗୀ ମୃତ୍ୟୁକୁ ନେଇ ଉତେଜନା
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...