ସୁରଟରେ ଥିବା ଓଡ଼ିଆଙ୍କ ପାଇଁ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: ସୁରଟରେ ଓଡିଆ ଭାଷା ଭାଷୀ ଜନସାଧାରଣଙ୍କ ସୁବିଧା ପାଇଁ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କୁ ଚିଠି ଲେଖିଛନ୍ତି । ପ୍ରାୟ ୭ ଲକ୍ଷ ପ୍ରବାସୀ ଓଡ଼ିଆ ସୁରଟରେ ଅବସ୍ଥାନ କରୁଛନ୍ତି । ସେମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନବୀନ ପଟନାୟକ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କୁ ଏକ ଏକର ଜମି ଯୋଗାଇ ଦେବାକୁ ଅନୁରୋଧ କରି ଚିଠି ଲେଖିଛନ୍ତି । କମ୍ୟୁନିଟି ସେଣ୍ଟର ତିଆରି ହୋଇଗଲେ ଓଡିଆମାନେ ନିଜର ସ୍ୱତନ୍ତ୍ର ଅନୁଷ୍ଠାନ କରିପାରିବେ ।
ଆଞ୍ଚଳିକ
ସୁରଟରେ ଥିବା ଓଡ଼ିଆଙ୍କ ପାଇଁ ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...