୧୬ରୁ ଓଡିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩ା୧୨ : ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହା ୧୨ ଘଂଟା ଭିତରେ ତୀବ୍ର ହେବ । ୨୪ ଘଂଟା ମଧ୍ୟରେ ଘୂର୍ଣ୍ଣିଝଡ଼ର ରୂପ ନେବ । ୭୨ ଘଂଟା ମଧ୍ୟରେ ତାମିଲନାଡ଼ୁ ଉପକୂଳ ଛୁଇଁବ ବୋଲି ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି । ଏହି ଘୂର୍ଣ୍ଣିଝଡ଼ ପ୍ରଭାବରେ ଓଡ଼ିଶାରେ ୧୬ ଓ ୧୭ ତାରିଖରେ ବର୍ଷା ହେବ ।
ଆଞ୍ଚଳିକ
୧୬ରୁ ଓଡିଶାରେ ବର୍ଷା ସମ୍ଭାବନା
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...