୧୯ରେ ପୁଣି ଲଘୁଚାପ
ଭୁବନେଶ୍ୱର,୧୭ା୮: ଆସନ୍ତା ୧୯ ତାରିଖରେ ଉତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ମା
ଲକାନଗିରି,କୋରାପୁଟ, ବାଲେଶ୍ୱର , ମୟୁରଭଂଜ , କେନ୍ଦୁଝର , ଭଦ୍ରକ , ଯାଜପୁର ଓ କେନ୍ଦ୍ରାପଡା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ତାରିଖର ସାରା ରାଜ୍ୟରେ ବର୍ଷା ହୋଇପାରେ । ଆଜି ଓ କାଲି ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଓଡିଶା
୧୯ରେ ପୁଣି ଲଘୁଚାପ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...