୧୯ ସାମଗ୍ରୀ ଉପରେ ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୨୬ା୯ : ଅନାବଶ୍ୟକ ସାମଗ୍ରୀର ଆମଦାନୀ କମାଇବାକୁ ସୀମାଶୁଳ୍କ ବୃଦ୍ଧି କରାଯାଇଛି । କେନ୍ଦ୍ର ସରକାର ୧୯ଟି ସାମଗ୍ରୀ ଉପରେ ଏହି ଶୁଳ୍କ ବୃଦ୍ଧି କରିଛନ୍ତି । ସେଥିମଧ୍ୟରେ ରେଫ୍ରିଜେରେଟର, ଆଭିଏସନ ଟର୍ବାଇନ ଫୁଏଲ, ୱାସିଂ ମେସିନ, ଜୋତା, ଟିଭି, ପ୍ଲାଷ୍ଟିକଜାତ ସାମଗ୍ରୀ, ମୂଲ୍ୟବାନ ଧାତବ ଅଳଙ୍କାର, କାର, ଟାୟାର, ଏୟାର କଣ୍ଡିସର, ସୁଟକେଶ, ଟ୍ରାଭେଲ ବ୍ୟାଗ ଇତ୍ୟାଦି । ଏହି ବର୍ଦ୍ଧିତ ଦର ଆଜି ମଧ୍ୟରାତ୍ରରୁ ଲାଗୁ ହେବ । ଏହାଦ୍ୱାରା ବିମାନ ଯାତ୍ରା ମହଙ୍ଗା ହେବ ।
ଦେଶ
୧୯ ସାମଗ୍ରୀ ଉପରେ ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର
More in ଦେଶ
-
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨
‘ପ୍ରଳୟ’ କ୍ଷପଣାସ୍ତ୍ରର ସଫଳ ପରୀକ୍ଷଣ 丨 ଚାନ୍ଦିପୁର :- 22-12 -ଓଡିଶା ଉପକୂଳରେ ଅବସ୍ଥିତ ଅବଦୁଲ କାଲାମ ଦ୍ବୀପର...
-
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨
ସଂସଦର ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଶେଷ丨 ନୂଆଦିଲ୍ଲୀ :- 22-12-ନିର୍ଧାରିତ ସମୟ ପୂର୍ବରୁ ସଂସଦର ଶୀତକାଳୀନ ଅଧିବେଶନକୁ...
-
ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ଇଡିର ପଚରା ଉଚରା ।
ପାନାମା ପେପର ଲିକ୍ ମାମଲାରେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚନଙ୍କୁ ପାଞ୍ଚ ଘଣ୍ଟା ଧରି ପଚରା ଉଚରା...
-
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ |
ନୂଆବର୍ଷରୁ କୋରନାର ତୃତୀୟ ଲହର ଆରମ୍ଭ ହୋଇପାରେ | ଭୁବନେଶ୍ୱର -: 19/12 – ଜନସାଧାରଣ ସତର୍କ ନରହିଲେ ନୂଆବର୍ଷରୁ...