ଆଜିି ବିଧାନସଭାରେ ଉପସ୍ଥାପିତ ହେବ ବ୍ୟୟ ମଞ୍ଜୁରୀ ବିଲ୍
ଭୁବନେଶ୍ୱର,୧୬ା୯: ଆଜି ରାଜ୍ୟ ଅର୍ଥମନ୍ତ୍ରୀ ଶଶି ଭୂଷଣ ବେହେରା ବିଧାନସଭାରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ସମୁଦାୟ ୧୨,୭୯୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବି ସଂକ୍ରାନ୍ତୀୟ ବ୍ୟୟ ମଂଜୁରୀ ବିଲ୍ ଆଗତ କରିବେ । ସୂଚନାଯୋଗ୍ୟ ଯେ ଅର୍ଥମନ୍ତ୍ରୀ ଗତ ୫ ତାରିଖରେ ଏହି ସମାନ ପରିମାଣ ଅର୍ଥର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବି ଆଗତ କରିଥିଲେ ।
ଓଡିଶା
ଆଜିି ବିଧାନସଭାରେ ଉପସ୍ଥାପିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ l
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...