ପୋଲାଭରମ୍ ପ୍ରସଙ୍ଗରେ କାଲି ସୁଦ୍ଧା ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର ପୋଲାଭରମ୍ ପ୍ରସଙ୍ଗରେ ବ୍ୟାକ୍ ୱାଟର ଅନୁଧ୍ୟାନ୍ ଓ ଇନପ୍ୟାକ୍ଟ ରିପୋର୍ଟ ଦେବା ଏବଂ ପ୍ରକଳ୍ପର ସଠିକ୍ ଜଳ ଧାରଣ କ୍ଷମତା ନେଇ ରିପୋର୍ଟ ଦେବା ପାଇଁ ସୁପ୍ରିମ୍ କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସୁଦ୍ଧା ଏହି ରିପୋର୍ଟ ଦେବାପାଇଁ କୁହାଯାଇଛି । ପରିବେଶ ମଂଜୁରୀ ଉଲ୍ଲଂଘନ ଆବେଦନ ଉପରେ ଶୁଣାଣୀ କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଆଞ୍ଚଳିକ
ପୋଲାଭରମ୍ ପ୍ରସଙ୍ଗରେ କାଲି ସୁଦ୍ଧା ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
More in ଆଞ୍ଚଳିକ
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଉଦଘାଟନ ଆଜି ଭୁବନେଶ୍ୱର, ୦୬ ଫେବୃଆରୀ – ଆସନ୍ତାକାଲି (ଶୁକ୍ରବାର) ଠାରୁ ଭୁବନେଶ୍ୱର ଜନତା...