ଭୁବନେଶ୍ୱର:- ପ୍ରଦର୍ଶନୀ ପଡ଼ିଆଠାରେ ‘୨୧ତମ କଳିଙ୍ଗ ପୁସ୍ତକ ମେଳା’ର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମେଳାକୁ ଉଦଘାଟନ କରିଛନ୍ତି ।
ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ , ପଦ୍ମବିଭୂଷଣ ରମାକାନ୍ତ ରଥ ,ଯୋଗଦେଇଥିଲେ । ସାମ୍ବାଦିକ ସନତ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ପୁସ୍ତକ ମେଳା କିମିଟିର ସଂପାଦିକା ରେଣୁକା ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ । କାର୍ଯ୍ୟକ୍ରମରେ ଜ୍ୟୋତ୍ସ୍ନା ମହାପାତ୍ର ଧନ୍ୟବାଦ ଜଣାଇଥିଲେ । ଚଳିତ ପୁସ୍ତକ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରାୟ ୨୦୦ଟି ଷ୍ଟଲ୍ ପଡିଥିବାବେଳେ ଏହା ନଭେମ୍ବର ୧୮ ତାରିଖ ଯାଏଁ ଚାଲିବ ।
ଓଡିଶା
୨୧ତମ କଳିଙ୍ଗ ପୁସ୍ତକ ମେଳା ଉଦଘାଟିତ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...