୨ କୋଟି ଟଙ୍କା ଠକେଇ ମାମଲାରେ ୪ ଜଣ ଗିରଫ
ଭୁବନେଶ୍ୱର:- ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୨ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଓଡବ୍ଲୁ ଶନିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଚାରି ଜଣ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ଓ ଜଣେ ମହିଳା ମଧ୍ୟ ସାମିଲ ଥିବା ଜଣାପଡ଼ିଛି । ଅଭିଯୁକ୍ତମାନେ ବ୍ୟାଙ୍କରେ ଜାଲ କାଗଜପତ୍ର ଦାଖଲ କରି ଟଙ୍କା ଋଣ ନେଇଥିଲେ । ପରେ ଋଣ ପରିଶୋଧ ହୋଇନପାରିବାରୁ ତଦନ୍ତ ହୋଇଥିଲା । ତଦନ୍ତରୁ ଜଣାପଡ଼ିଲାଯେ କିଛି ପୂର୍ବତନ କର୍ମଚାରୀଙ୍କ ସହଯୋଗରେ ଏହି ଠକେଇ କରାଯାଇଛି ତେଣୁ ଏହି ମାମଲା ଇଓଡବ୍ଲୁ କୁ ଦିଆଯାଇଥିଲା ।
ଅପରାଧ
୨ କୋଟି ଟଙ୍କା ଠକେଇ ମାମଲାରେ ୪ ଜଣ ଗିରଫ
More in ଅପରାଧ
-
ରାଜୀବ ଆବାସ ଯୋଜନା କେଳେଙ୍କାରୀ -୧
ଘର ହାତେଇବା ପାଇଁ ରାଜନୀତି ଆରମ୍ଭ ଭୁବନେଶ୍ୱର : ବସ୍ତି ବାସିନ୍ଦାଙ୍କ ପାଇଁ ଉଦିଷ୍ଟ ରାଜୀବ ଆବାସ ଯୋଜନା...
-
ଋଣ ଖିଲାପକାରୀ ଓ ରାଜନୈତିକ ଦଳର ମାୟାଜାଲରେ ‘ୟେସ ବ୍ୟାଙ୍କ’
ଋଣ ଖିଲାପକାରୀ ଓ ରାଜନୈତିକ ଦଳର ମାୟାଜାଲରେ ‘ୟେସ ବ୍ୟାଙ୍କ’ ସରକାରଙ୍କ କାର୍ଯ୍ୟପ୍ରଣାଲୀ ଓ ଶାସକ ଦଳ ଉପରେ...
-
ୟସ ବ୍ୟାଙ୍କ ଘୋଟଲାର ମୁଖ୍ୟ ରାଣା କପୁର ଅଦାଲତରେ କାନ୍ଦି ପକାଇଲେ .
ୟସ ବ୍ୟାଙ୍କ ଘୋଟଲାର ମୁଖ୍ୟ ରାଣା କପୁର ଅଦାଲତରେ କାନ୍ଦି ପକାଇଲେ . -ଝିଅ ଲଣ୍ଡନ ପଳାୟନ କରୁଥିବାପାଇଁ...
-
ମୃତ ସୂଚନା ଅଧିକାରୀ କର୍ମୀ ରଂଜନ ଦାଶଙ୍କ ପରିବାରକୁ ଭେଟିଲା ବିଜେପି ପ୍ରତିନିଧୀ ଦଳ
ମୃତ ସୂଚନା ଅଧିକାରୀ କର୍ମୀ ରଂଜନ ଦାଶଙ୍କ ପରିବାରକୁ ଭେଟିଲା ବିଜେପି ପ୍ରତିନିଧୀ ଦଳ – ଅପରାଧୀଙ୍କୁ ପୋଲିସ...