ଅଙ୍ଗନୱାଡ଼ି କର୍ମଚାରୀମାନଙ୍କର ଆନ୍ଦୋଳନ ପ୍ରତ୍ୟାହୃତ
ଭୁବନେଶ୍ୱର:- ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ ଆସୋସିଏସନର ଆହ୍ୱାନ କ୍ରମେ ୧୩ ଦଫା ଦାବୀରେ ଗତ ୨୬.୧୧.୨୦୧୮ ଠାରୁ ଲୋୟର ପିଏମ୍ଜିଠାରେ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି ।
ମୁଖ୍ୟମନ୍ତ୍ରୀ ଅନଙ୍ଗୱାଡ଼ି କର୍ମଚାରୀମାନଙ୍କର ଦାବୀ ପୂରଣ ଦିଗରେ ଉଚିତ୍ ପଦକ୍ଷେପ ଗ୍ରହଣ କରିଥିବାରୁ ସଂଘ ତରଫରୁ ତାଙ୍କୁ ଅଶେଷ ଧନ୍ୟବାଦ ଦେବା ସହିତ ଦୀର୍ଘ ୪୯ ଦିନ ଧରି ଚାଲୁ ରହିଥିବା ଏହି ଗଣଧାରଣାକୁ ପ୍ରତ୍ୟାହାର କରାଗଲା ବୋଲି ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍ ୱାର୍କରସ ଆସୋସିଏସନର ରାଜ୍ୟ ସଭାନେତ୍ରୀ ସୌଦାମିନୀ ଦାସ ସୂଚନା ଦେଇଛନ୍ତି ।
ଓଡିଶା
ଅଙ୍ଗନୱାଡ଼ି କର୍ମଚାରୀମାନଙ୍କର ଆନ୍ଦୋଳନ ପ୍ରତ୍ୟାହୃତ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...