୪୦ ସ୍କୁଲ ଛାତ୍ରଛାତ୍ରୀଙ୍କୁ ତାଲିମ୍ ଦେବେ ପୋଲିସ
ଭୁବନେଶ୍ୱର,୨୪ା୧ : ଶୃଙ୍ଖଳା , ଉତମ ଚରିତ୍ର ଗଠନ ଓ ସୁନାଗରିକ ହେବାପାଇଁ ପ୍ରଥମ ପର୍ଯ୍ୟାୟରେ ୪୦ଟି ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ପୋଲିସ୍ ପକ୍ଷରୁ ଶିକ୍ଷା ପ୍ରଦାନ କରାଯିବ ବୋଲି ଡିଜିପି ଡ. ଆରପି ଶର୍ମା ପ୍ରକାଶ କରିଛନ୍ତି । ଷ୍ଟୁଡେଂଟ ପୋଲିସ୍ କ୍ୟାଡେଟର ଉଦଘାଟନ କରି ଡିଜିପି ଏହା କହିଛନ୍ତି । ସେ କହିଛନ୍ତି ଯେ ଛାତ୍ରମାନେ ପୋଲିସର ଦାୟିତ୍ୟ ସମ୍ପର୍କରେ ଅବଗତ ହେବେ । ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ପ୍ରତି ସ୍କୁଲର ୪୪ ଜଣ ପିଲାଙ୍କୁ ତାଲିମ ଦିଆଯିବ ।
ଓଡିଶା
୪୦ ସ୍କୁଲ ଛାତ୍ରଛାତ୍ରୀଙ୍କୁ ତାଲିମ୍ ଦେବେ ପୋଲିସ
More in ଓଡିଶା
-
ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا
ଭୁବନେଶ୍ୱର – ଦେଶର ବିଭିନ୍ନ ସ୍ଥାନରେ ହର୍ଷ ଉଲ୍ଲାସରେ ଦୀପାବଳୀ ଉତ୍ସବ ପାଳନ କରାଯାଉଛି ا ଘର ଆଗରେ...
-
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l
ଭୁବନେଶ୍ୱରରୁ ଆରମ୍ଭହେଲା ପୁଣି କ୍ୟାଟେନମେଣ୍ଟ ଜୋନ l ଲୋକଙ୍କ ଆଶଙ୍କା ‘ଦ୍ୱାରଦେଶରେ କରୋନାର ତୃତୀୟ ଲହର ‘ !...
-
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ |
ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର ଏସ.କେ ରାୟଙ୍କର ପରଲୋକ | ଭୁବନେଶ୍ୱର- 18/12 -ବିଶିଷ୍ଟ ପ୍ରାଣୀ ବିଶେଷଜ୍ଞ ଡାକ୍ତର...
-
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି |
‘ସାମସ’ ର ତ୍ରୁଟିପୂର୍ଣ୍ଣ ଏସଓପି ଯୋଗୁଁ ଶହ ଶହ ଛାତ୍ର ଛାତ୍ରୀଙ୍କ ମନରେ ଅଶାନ୍ତି | ଭୁବନେଶ୍ୱର –...