ଆଶ୍ରମରୁ ଛାତ୍ର ନିଖୋଜ, ପରିଚାଳକ ଫେରାର୍
ଢ଼େଙ୍କାନାଳ – ଢ଼େଙ୍କାନାଳ ସହରର ଗୋବିନ୍ଦପୁର ସ୍ଥିତ କଳ୍ପତରୁ ଆଶ୍ରମରୁ ଜଣେ ୧୦ ବର୍ଷିୟ ଛାତ୍ର ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି । ତାଙ୍କ ନାମ ରୋହିତ ଦାସ । ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରର ଗଡ଼ପୋଷ ଅଂଚଳରେ ବୋଲି ଜଣାପଡିଛି । ଗତକାଲି ଏନେଇ ଛାତ୍ରଙ୍କ ପରିବାର ପକ୍ଷରୁ ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସନ୍ଧାନୀ କୁକୁର ସାହାଯ୍ୟରେ ପୋଲିସ ଛାନଭିନ୍ ଚଳାଇଛି ।
ରୋହିତ ଗତ କିଛି ବର୍ଷ ହେଲା ଆଶ୍ରମରେ ରହୁଥିଲା । ବୁଧବାର ଠାରୁ ସେ ଆଶ୍ରମରୁ ନିଖୋଜ ହୋଇଯାଇଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ଆଶ୍ରମର ପରିଚାଳକ ବାବା ମୁରାରୀ ଦାସ ଫେରାର୍ ହୋଇଯାଇଛନ୍ତି । ବାବା ଦୀର୍ଘ ବର୍ଷ ହେବ ବେଆଇନ ଭାବେ ଏଠାରେ ଆଶ୍ରମ ଚଳାଇଥିବା ଅଭିଯୋଗ ହୋଇଛି । ସ୍ଥାନୀୟ ତହସିଲଦାର ଆଶ୍ରମରେ ପହଂଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।
ଅପରାଧ
ଆଶ୍ରମରୁ ଛାତ୍ର ନିଖୋଜ, ପରିଚାଳକ ଫେରାର୍
More in ଅପରାଧ
-
ରାଜୀବ ଆବାସ ଯୋଜନା କେଳେଙ୍କାରୀ -୧
ଘର ହାତେଇବା ପାଇଁ ରାଜନୀତି ଆରମ୍ଭ ଭୁବନେଶ୍ୱର : ବସ୍ତି ବାସିନ୍ଦାଙ୍କ ପାଇଁ ଉଦିଷ୍ଟ ରାଜୀବ ଆବାସ ଯୋଜନା...
-
ଋଣ ଖିଲାପକାରୀ ଓ ରାଜନୈତିକ ଦଳର ମାୟାଜାଲରେ ‘ୟେସ ବ୍ୟାଙ୍କ’
ଋଣ ଖିଲାପକାରୀ ଓ ରାଜନୈତିକ ଦଳର ମାୟାଜାଲରେ ‘ୟେସ ବ୍ୟାଙ୍କ’ ସରକାରଙ୍କ କାର୍ଯ୍ୟପ୍ରଣାଲୀ ଓ ଶାସକ ଦଳ ଉପରେ...
-
ୟସ ବ୍ୟାଙ୍କ ଘୋଟଲାର ମୁଖ୍ୟ ରାଣା କପୁର ଅଦାଲତରେ କାନ୍ଦି ପକାଇଲେ .
ୟସ ବ୍ୟାଙ୍କ ଘୋଟଲାର ମୁଖ୍ୟ ରାଣା କପୁର ଅଦାଲତରେ କାନ୍ଦି ପକାଇଲେ . -ଝିଅ ଲଣ୍ଡନ ପଳାୟନ କରୁଥିବାପାଇଁ...
-
ମୃତ ସୂଚନା ଅଧିକାରୀ କର୍ମୀ ରଂଜନ ଦାଶଙ୍କ ପରିବାରକୁ ଭେଟିଲା ବିଜେପି ପ୍ରତିନିଧୀ ଦଳ
ମୃତ ସୂଚନା ଅଧିକାରୀ କର୍ମୀ ରଂଜନ ଦାଶଙ୍କ ପରିବାରକୁ ଭେଟିଲା ବିଜେପି ପ୍ରତିନିଧୀ ଦଳ – ଅପରାଧୀଙ୍କୁ ପୋଲିସ...